www.samajalive.in
Saturday, December 6, 2025
14.1 C
Bhubaneswar

ଗଞ୍ଜାମ ପ୍ରେସ କ୍ଳବର ବୈଠକ

ଗଞ୍ଜାମ: ଗଞ୍ଜାମ ସହରସ୍ଥିତ ଏସଏମ୍ ଟ୍ୟୁଟରିଆଲ୍ ପରିସରରେ ଗଞ୍ଜାମ ପ୍ରେସ କ୍ଳବର ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରେସ କ୍ଲବ ସଭାପତି ଶବର କୁମାର ତରାଇଙ୍କ ସଭାପତିତ୍ବରେ ଆୟୋଜିତ ବୈଠକରେ ବର୍ତ୍ତମାନ ସମୟରେ ଏକତ୍ରିତ ହୋଇ ସମସ୍ତ ସାମ୍ବାଦିକ ରହି ପାରିଲେ ତାହାହିଁ ସେମାନଙ୍କୁ ସୁରକ୍ଷା ଦେଇପାରିବ ବୋଲି ମତ ପ୍ରକାଶ ପାଇଥିଲା। ସମାଜର ଉନ୍ନତି ପାଇଁ ସାମ୍ବାଦିକତା କ୍ଷେତ୍ରରେ ନିରପେକ୍ଷତା ଅବଲମ୍ବନ କରିବା ସମସ୍ତଙ୍କ ମୂଳମନ୍ତ୍ର ହେବା ଆବଶ୍ୟକ ବୋଲି ଆଲୋଚନା ହୋଇଥିଲା। ତେଣୁ ସମସ୍ତେ ଏଥିପ୍ରତି ଦୃଷ୍ଟି ଦେବାର ଆବଶ୍ୟକ ଜରୁରୀ।

ପ୍ରେସ କ୍ଲବର ଉପସଭାପତି ଭାବେ ବରିଷ୍ଠ ସାମ୍ବାଦିକ ମୁରଲୀ ପ୍ରଧାନଙ୍କୁ ମନୋନୀତ କରାଯାଇଥିଲା। ଉପଦେଷ୍ଟା ଉମାକାନ୍ତ ବେହେରା, ସମ୍ପାଦକ ବିଦ୍ୟାଧର ସାହୁ, ସହ ସମ୍ପାଦକ ନିରଞ୍ଜନ ପରିଡ଼ା, କୋଷାଧ୍ୟକ୍ଷ ପ୍ରଦୀପ କୁମାର ପଣ୍ଡା, ବିଜୟଲକ୍ଷ୍ମୀ ମହାଙ୍କୁଡ଼, ବଟକୃଷ୍ଣ ରାଉଳ, ନୀଳାଞ୍ଚଳ ସେନାପତି, ରାକେଶ ରଞ୍ଜନ ଦାଶ, କେ. ରଜନୀକାନ୍ତ ରେଡି, ମନୋଜ ପ୍ରଧାନ, ସହଦେବ ଗୌଡ, ବନବାସୀ ସେଠୀ ପ୍ରମୁଖ ପ୍ରେସ କ୍ଲବ୍ କର୍ମକର୍ତ୍ତା ଓ ସଦସ୍ୟମାନେ ଉପସ୍ଥିତ ରହିଥିଲେ। ଶେଷରେ ସହ ସମ୍ପାଦକ ଧନ୍ୟବାଦ ଦେଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories