ଟିଟିଲାଗଡ଼ : ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଉପଖଣ୍ଡ ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। ଏଥିରେ ଉପଜିଲାପାଳ ସୁଧାକର ନାୟକ, ଟିଟିଲାଗଡ ବରିଷ୍ଠ ନାଗରିକ କମିଟି ସଭାପତି ରାଧାକାନ୍ତ ପାଢୀ, ସମାଜ ପ୍ରତିନିଧି ଦିଲିପ ପୁରୋହିତ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା ଉପସ୍ଥିତ ଥିଲେ।
ଟିଟିଲାଗଡ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଖଣ୍ଡ ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ
Popular Categories



