www.samajalive.in
Wednesday, December 10, 2025
16.1 C
Bhubaneswar

ଜି.ଉଦୟଗିରି ପ୍ରେସ କ୍ଳବ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

ଜି.ଉଦୟଗିରି : ଜି.ଉଦୟଗିରି ପ୍ରେସ୍ କ୍ଳବ ସଭାପତି ସମୀର କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ବ୍ୟବସାୟୀ ସଂଙ୍ଘ କାର୍ଯ୍ୟାଳୟରେ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଆଜିର ଏହି ଦିବସରେ ସାମ୍ବାଦିକ ରାମକୃଷ୍ଣ ଚୌଧୁରୀ, ଅରୁଣ କୁମାର ଷଡଙ୍ଗୀ, ବଟକୃଷ୍ଣ ଦାସ, ପ୍ରତାପ ଚନ୍ଦ୍ର ପାଢୀ, ଅନୀଲ କୁମାର ଦଳବେହେରା, କେ.ଲିଲିମା ରାଓ, ଚନ୍ଦ୍ର ଶେଖର ପାଢି ଗଗନ ପ୍ରଧାନ ପ୍ରମୁଖ ଉପସ୍ଥିତି ରହି ସାମ୍ବାଦିକମାନଙ୍କ ଖବର ପରିବେଷଣରେ କିପରି ଅଙ୍କୁଶ ଲଗାଯାଉଛି, ସାମ୍ବାଦିକଙ୍କ ସୂରକ୍ଷାା, ସାମ୍ବାଦିକଙ୍କ ବୀମା ଆଦି ସମ୍ପର୍କରେ ଆଲୋଚନା କରାଯିବା ସହ ସମାଜ ପରିବର୍ତ୍ତନରେ ଗଣମାଧ୍ୟମର ଭୂମିକା ନିତାନ୍ତ ଗୂରୂତ୍ବପୂର୍ଣ୍ଣ ଏଥିପାଇଁ ସେମାନଙ୍କ ସୂରକ୍ଷା ପ୍ରତି ସରକାର ଧ୍ୟାନ ଦେବାର ଆବଶ୍ୟକତା ଉପରେ ବୈଠକରେ ଗୁରୂତ୍ତ୍ବାରୋପ କରାଯାଇଥିଲା। ପୂର୍ବରୁ କରୋନା ଯୋଦ୍ଧା ସାମ୍ବାଦିକଙ୍କ ବିୟୋଗ ପାଇଁ ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ଶେଷରେ ଅନୀଲ କୁମାର ଦଳବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories