ନୂଆଦିଲ୍ଲୀ: ଶସ୍ତା ହେଲା କମର୍ସିଆଲ ଏଲପିଜି ଗ୍ୟାସ୍ ଦର। ୧୯ କେଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦର ହ୍ରାସ ହୋଇଛି। ୩୦ଟଙ୍କା ୫୦ ପଇସା ଦର କମିଛି। ଆଜିଠୁ ନୂଆ ଦର ଲାଗୁ ହେବାକୁ ଯାଉଛି। ସେପଟେ ଘରୋଇ ଗ୍ୟାସ୍ ଦର ଅପରିବର୍ତ୍ତିତ ରହିଛି। ସେହିପରି ୫ କେଜି ଏଫଟିଏଲ ସିଲିଣ୍ଡର ଦର ୭.୫୦ ଟଙ୍କା ହ୍ରାସ କରିଛି ତୈଳ ବିପଣନ କମ୍ପାନୀ । ଆଜି ଠାରୁ ଏହି ଦୁଇ ସିଲିଣ୍ଡରର ନୂଆ ଦର ଲାଗୁ ହୋଇଛି । ଯାହା ସାଧାରଣ ଲୋକଙ୍କୁ ଆଶ୍ବସ୍ତି ଦେଇଛି ।
Popular Categories



