www.samajalive.in
Saturday, December 6, 2025
23.1 C
Bhubaneswar

ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ; ଡିସେମ୍ବର ଯାଏ ସମୟ ନେଲେ ସରକାର

ଭୁବନେଶ୍ବର: ସ୍ଥଗିତ ରହିଲା ପ୍ରାଥମିକ ଶିକ୍ଷକ ଆନ୍ଦୋଳନ। ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘର ମହାସଚିବ ଚାରୁଲତା ମହାପାତ୍ର ସୂଚନା ଦେଇଛନ୍ତି। ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକରେ ଶିକ୍ଷକ ସଂଘ ସହ ଆଲୋଚନା ପରେ ଦାବୀ ପୂରଣ ପାଇଁ ସରକାର ଡିସେମ୍ବର ଯାଏ ସମୟ ମାଗିଛନ୍ତି। ଏହି ସମୟ ଅବଧି ମଧ୍ୟରେ ଦାବୀ ପୂରଣ ହେବା ନେଇ ସରକାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଥିବା ମହାସଚିବ ସୂଚନା ଦେଇଛନ୍ତି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories