ଆଜି ଅଯୋଧ୍ୟା ଧାମ ଜଙ୍କସନ ଓ ଅମୃତ ଭାରତ ଟ୍ରେନର ଲୋକାର୍ପଣ
ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଅଯୋଧ୍ୟାରେ ପୁନଃ ବିକଶିତ ଅଯୋଧ୍ୟା ରେଳ ଷ୍ଟେସନର ଉଦଘାଟନ କରିବେ। ଏହି ଷ୍ଟେସନର ନାମ ‘ଅଯୋଧ୍ୟା ଧାମ ଜଙ୍କସନ’ ରେଳ ଷ୍ଟେସନ ରଖାଯାଇଛି। ଶ୍ରୀ ମୋଦୀ ନୂତନ ଅମୃତ ଭାରତ ଟ୍ରେନ୍ ଏବଂ ବନ୍ଦେ ଭାରତ ଟ୍ରେନର ମଧ୍ୟ ଶୁଭାରମ୍ଭ କରିବେ। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ଅନ୍ୟ କେତେକ ରେଳ ପ୍ରକଳ୍ପକୁ ଉତ୍ସର୍ଗ କରିବାର କାର୍ଯ୍ୟକ୍ରମ ରହିଛି। ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମଧ୍ୟ ନୂତନ ଭାବେ ନିର୍ମିତ ଅଯୋଧ୍ୟା … Continue reading ଆଜି ଅଯୋଧ୍ୟା ଧାମ ଜଙ୍କସନ ଓ ଅମୃତ ଭାରତ ଟ୍ରେନର ଲୋକାର୍ପଣ
Copy and paste this URL into your WordPress site to embed
Copy and paste this code into your site to embed