www.samajalive.in
Monday, December 15, 2025
17.1 C
Bhubaneswar

ଡିସେମ୍ବର ୩୧ରେ ରାଜକୋଟ ଏମ୍ସର ଭିତ୍ତିପ୍ରସ୍ଥର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୩୧ରେ ଗୁଜରାଟର ରାଜକୋଟରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନର ଭିତ୍ତିପ୍ରସ୍ଥର ସ୍ଥାପନ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସକାଳ ୧୧ଟାରେ ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଅନୁଷ୍ଠିତ ହେବ। ଏହି ପ୍ରକଳ୍ପ ପାଇଁ ୨୦୧ ଏକର ଜମି ଆବଣ୍ଟନ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୧୧୯୫ କୋଟି ଟଙ୍କା ହେବ ଏବଂ ଏହା ୨୦୨୨ ମଧ୍ୟଭାଗ ସୁଦ୍ଧା ଶେଷ ହେବ ବୋଲି ଆଶା କରାଯାଉଛି। ଏଥିରେ ଅତ୍ୟାଧୁନିକ ଡାକ୍ତରଖାନାରେ ୭୫୦ ଶଯ୍ୟା ସହ ୩୦ ଶଯ୍ୟା ବିଶିଷ୍ଟ ଆୟୁଷ ବ୍ଲକ ମଧ୍ୟ ରହିବ। ରାଜକୋଟ ଏମ୍ସରେ ୧୨୫ଟି ଏମବିବିଏସ ଏବଂ ୬୦ଟି ନର୍ସିଂ ସିଟ୍ ରହିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories