www.samajalive.in
Saturday, December 6, 2025
19.1 C
Bhubaneswar

ଓଡ଼ିଶା ସମେତ ୧୦ଟି ରାଜ୍ୟରେ ଗଡିଲା ବନ୍ଦେ ଭାରତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ସମେତ ୧୦ଟି ରାଜ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଗଡିଛି। ପୁରୀ- ବିଶାଖାପାଟଣା ମଧ୍ୟରେ ଚାଲିବାକୁ ଥିବା ଏହି ଟ୍ରେନ୍ ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ରୋଡ୍ ଓ ବିଜୟନଗରମଠାରେ ରହିବ । ଶନିବାରକୁ ଛାଡ଼ି ଅନ୍ୟ ସମସ୍ତ ଦିନ ଏହି ଟ୍ରେନ ଚାଲିବ । ଏହାସହିତ ୮୫ହଜାର କୋଟିର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୋଦୀ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories