www.samajalive.in
Sunday, December 14, 2025
26.1 C
Bhubaneswar

ଜେଡ୍‌-ମୋଡ୍‌ ସୁଡ଼ଙ୍ଗ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଜମ୍ମୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଜମ୍ମୁ-କାଶ୍ମୀରର ସୋନମାର୍ଗ ଅଞ୍ଚଳରେ ଜେଡ୍‌-ମୋଡ୍‌ ସୁଡ଼ଙ୍ଗର ଉଦ୍‌ଘାଟନ କରିଛନ୍ତି, ଯଦ୍ଵାରା ଏହି ପର୍ଯ୍ୟଟନ ସ୍ଥଳୀକୁ ବର୍ଷ ସାରା ଯାତାୟତ ସୁଗମ ହୋଇଛି। ସୂଚନା ଅନୁଯାୟୀ, ୨୭୦୦ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରିବାପରେ ପ୍ରଧାନମନ୍ତ୍ରୀ ସୁଡ଼ଙ୍ଗ ଭିତରକୁ ଯାଇ ପ୍ରକଳ୍ପ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା, କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କାରୀ, ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନ ପରେ ସୋନମାର୍ଗରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।

 

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories