www.samajalive.in
Sunday, December 7, 2025
23.1 C
Bhubaneswar

ସଂସଦରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ-ଦେଶକୁ ଉତ୍ତୁଙ୍ଗ ଶିଖରରେ ପହଞ୍ଚାଇବାକୁ ଆମେ ସଂକଳ୍ପବଦ୍ଧ

ନୂଆଦିଲ୍ଲୀ: ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ। ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ପ୍ରସ୍ତାବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ। ଦେଶକୁ ଉତ୍ତୁଙ୍ଗ ଶିଖରରେ ପହଞ୍ଚାଇବାକୁ ଆମେ ସଂକଳ୍ପବଦ୍ଧ। ଦେଶ ପୁରା ମଜବୁତ ସହ ଆଗକୁ ବଢ଼ି ଚାଲିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗରିବଙ୍କୁ ପକ୍କା ଘର ଦିଆଯାଉଛି। ଗରିବଙ୍କୁ ପକ୍କା ଘର, ଶୌଚାଳୟ, ରନ୍ଧନ ଗ୍ୟାସ ଯୋଗାଇ ଦିଆଯାଉଛି ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି।

 

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ କରୋନା ଆରମ୍ଭରେ ବିଶ୍ବ ଭାବୁଥିଲା ଭାରତ ମୁକାବିଲା କରିପାରିବନି।  ଆଜି ଭାରତ ତାର ଶକ୍ତି ପ୍ରଦର୍ଶନ କରିଛି। ଶତପ୍ରତିଶତ ଲୋକଙ୍କୁ କରୋନାର ପ୍ରଥମ ଡୋଜ ଦିଆଯାଇଛି। କରୋନା କାଳରେ ଭାରତର ସାମର୍ଥ୍ୟ ଆଜି ବିଶ୍ବରେ ଉଦାହରଣ। ୮୦କୋଟି ଦେଶବାସୀଙ୍କୁ ମାଗଣାରେ ରାସନ ଦିଆଯାଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରକାଶ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories