www.samajalive.in
Saturday, December 6, 2025
14.1 C
Bhubaneswar

ଜିଲ୍ଲାପାଳଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶର କିଛି ଜିଲ୍ଲାପାଳଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ । ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଆଜି ମଧ୍ୟାହ୍ନରେ ଜିଲ୍ଲାପାଳ ମାନଙ୍କ ସହ କଥା ହେବାର କାର୍ଯ୍ୟକ୍ରମ ରହିଛି । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ଲୋକମାନଙ୍କ ନିକଟରେ କିପରି ସରକାରୀ ଯୋଜନା ପହଞ୍ଚୁଛି ତାହା ସମୀକ୍ଷା କରିବେ । ସମ୍ପୃକ୍ତ ଅଞ୍ଚଳରେ ବିଭିନ୍ନ ଯୋଜନାର ସ୍ଥିତି କିପରି ରହିଛି ତାହା ଜିଲ୍ଲାପାଳଙ୍କ ନିକଟରୁ ଜାଣିବେ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବିଭିନ୍ନ ସରକାରୀ ଯୋଜନା ହୋଇଛି । ତାହା ଲୋକଙ୍କୁ କେତେ ଲାଭ ଦେଉଛି ପ୍ରଧାନମନ୍ତ୍ରୀ ଜାଣିବେ ବୋଲି ଜଣାପଡ଼ିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories