www.samajalive.in
Saturday, December 6, 2025
26.1 C
Bhubaneswar

ମଇ ୧୮ରେ ଅଷ୍ଟ୍ରେଲିଆ ସାଧାରଣ ନିର୍ବାଚନ

ସିଡନୀ : ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‍ ମୋରିସନ ଗୁରୁବାର ଦେଶରେ ଆସନ୍ତା ସାଧାରଣ ନିର୍ବାଚନ ମଇ ୧୮ରେ ହେବ ବୋଲି ଘୋଷଣା କରିଛନ୍ତି। ମୋରିସନଙ୍କ ପାଇଁ ନିର୍ବାଚନରେ ଜଳବାୟୁ ପରିବର୍ତ୍ତନ ଏବଂ ଅର୍ଥବ୍ୟବସ୍ଥା ପ୍ରମୁଖ ପ୍ରସଙ୍ଗ ହେବ। ମୋରିସନ ନିର୍ବାଚନ ତାରିଖ ଘୋଷଣା କରି କହିଥିଲେ ଯେ ଏବେଠାରୁ ପ୍ରଚାର ଅଧିକାରୀଙ୍କ କାର୍ଯ୍ୟ ଆରମ୍ଭ ହେଲା। ଏହି ନିର୍ବାଚନରେ ଜିତିଲେ ସ୍କଟ୍‍ ମୋରିସନ୍‍ ତୃତୀୟ ଥର ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିବେ।
୨୦୧୮ରେ ଅଷ୍ଟ୍ରେଲିଆର ଅର୍ଥ ମନ୍ତ୍ରୀ ଥିବା ସ୍କଟ୍‍ ମୋରିସନଙ୍କୁ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ହେବା ପରେ ସେ ପଶ୍ଚିମ ଜେରୁଜେଲମକୁ ଇସ୍ରାଏଲର ରାଜଧାନୀ ମାନ୍ୟତା ଦେଇଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories