www.samajalive.in
Monday, December 8, 2025
27.1 C
Bhubaneswar

ପିଏମ କିସାନ ସମ୍ମାନନିଧି ଯୋଜନା ;୧୫ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୮ କୋଟିରୁ ଅଧିକ କୃଷକଙ୍କୁ ପ୍ରଧାନମନ୍ତ୍ରୀ କିସାନ ସମ୍ମାନନିଧି ଯୋଜନା ଅନ୍ତର୍ଗତ ୧୫ତମ କିସ୍ତି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଆଜି ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଆୟୋଜିତ ଏକ ସମାରୋହରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରି ଏହି ଅବସରରେ ୧୫ତମ କିସ୍ତି ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ୧୮୦୦୦ କୋଟି ଟଙ୍କା ମୂଲ୍ୟର ୮ କୋଟିରୁ ଅଧିକ ଚାଷୀଙ୍କୁ ଉପକୃତ କରିବା ପାଇଁ ଏହି ରାଶି ବଣ୍ଟନ କରିଛନ୍ତି।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories