www.samajalive.in
Sunday, December 7, 2025
26.1 C
Bhubaneswar

ଲାଇଭ୍ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଲାଇଭ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଭାରତୀୟ ଚେସ୍ ଗ୍ରାଣ୍ଡ ମାଷ୍ଟର ଅର୍ଜୁନ ଏରିଗାଇସିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଦି ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ ମଧ୍ୟ ତାଙ୍କର ଅସାଧାରଣ ଦକ୍ଷତା ଏବଂ ଦୃଢ଼ତା ଭାରତକୁ ଗର୍ବିତ କରିଥିବାରୁ ତାହାକୁ ପ୍ରଶଂସା କରିବା ସହ ଏହା ଅନେକ ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି: “ଲାଇଭ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା! ଏହା ଏକ ଅଭୂତପୂର୍ବ ସଫଳତା । ତାଙ୍କର ଅସାଧାରଣ ଦକ୍ଷତା ଏବଂ ଦୃଢ଼ତା ଆମର ସମଗ୍ର ରାଷ୍ଟ୍ରକୁ ଗର୍ବିତ କରିଛି । ଏହା ମଧ୍ୟ ବ୍ୟକ୍ତିଗତ ଭାବେ ଏକ ମାଇଲଖୁଣ୍ଟ । ଏହା ମଧ୍ୟ ଅନେକ ଯୁବ ପିଢ଼ିଙ୍କୁ ଚେସ୍ ଖେଳିବା ସହିତ ବିଶ୍ୱ ମଞ୍ଚରେ ସଫଳ ହେବାକୁ ପ୍ରେରଣା ଯୋଗାଇବ । ଭବିଷ୍ୟତର ସଫଳତା ପାଇଁ ତାଙ୍କୁ ବହୁତ ବହୁତ ଶୁଭେଚ୍ଛା ।”

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories