www.samajalive.in
Friday, December 5, 2025
26.1 C
Bhubaneswar

ଓଡିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅପିଲ୍‌: କହିଲେ ଆପଣଙ୍କ ଭୋଟ୍ , ଆପଣଙ୍କ ସ୍ଵର

ନୂଆଦିଲ୍ଲୀ: ଆଜି ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିଲାଗି ସକାଳ ୭ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ମତଦାନ ଚାଲିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ନୂଆକରି ଭୋଟ ଦେବାକୁ ଥିବା ଯୁବପିଢି ମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ସେପଟେ ଓଡିଶାରେ ମତଦାନ ନେଇ ଏକ୍ସରେ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି। ଏବଂ କହିଛନ୍ତି ମୁଁ ରାଜ୍ୟବାସୀଙ୍କୁ ମତାଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ କରୁଛି। ଆପଣଙ୍କ ଭୋଟ୍ , ଆପଣଙ୍କ ସ୍ଵର ବୋଲି ଲେଖିଛନ୍ତି ପ୍ରଧାନମନ୍ତ୍ରୀ। ଏହାକୁ ଦୃଢ ଓ ସ୍ପଷ୍ଟ ଭାବେ ଉତ୍ତୋଳନ କରନ୍ତୁ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories