www.samajalive.in
Saturday, December 6, 2025
26.1 C
Bhubaneswar

୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ ଶୋ’

 

ଭୁବନେଶ୍ବର: ଆସନ୍ତା ୨୦ ତାରିଖ ସୋମବାର ପୁରୀ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ପ୍ରାର୍ଥୀ ସମ୍ବିତ ପାତ୍ରସୂଚନା ଦେଇଛନ୍ତି। ୨୦ ତାରିଖ ସକାଳ ୭ଟାରେ ପୁରୀରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ। ଏହାପରେ ପୁରୀରେ ରୋଡ ଶୋ’ କରିବେ, ଲୋକଙ୍କୁ ଭେଟିବେ ବୋଲି ପ୍ରାର୍ଥୀ ସମ୍ବିତ ପାତ୍ର ପ୍ରକାଶ କରିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories