www.samajalive.in
Monday, December 15, 2025
24.1 C
Bhubaneswar

ବ୍ରହ୍ମପୁର: ମଣ୍ଡଳ କାରାଗାରରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ଶଙ୍କର ମଣିଏକ୍କା
। ୩ମାସ ପୂର୍ବେ କୋରାପୁଟ ଜେଲରୁ ଵ୍ରହ୍ମପୁର ଜେଲକୁ ଆସିଥିଲେ ସେ। ୭ ନମ୍ବର ୱାର୍ଡରେ ଗାମୁଛା ବେକରେ ଲଗାଇ ଶଙ୍କର ଆତ୍ମହତ୍ୟା ଉଦ୍ୟମ
କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ କେ ସି ଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ଅନୁସନ୍ଧାନ ଚଳାଇଛି।

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories