www.samajalive.in
Saturday, December 6, 2025
23.1 C
Bhubaneswar

ଜେଲରୁ ବିଚାରାଧୀନ କଏଦୀ ଚମ୍ପଟ

ସମାଜ ଡିଜିଟାଲ ଡେସ୍କ: ରାଉରକେଲା ଜେଲରୁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଛି। ତା’ ନାଁ ହେଉଛି ସୁରେଶ ବାର୍ଲା। ସୁରେଶ ଜେଲର ପଛପଟ ପାଚେରୀ ଡେଇଁ ଚମ୍ପଟ ମାରିଥିବା ଜଣାପଡ଼ିଛି। ଏହା ଜଣାପଡ଼ିବା ପରେ ଜେଲ ପକ୍ଷରୁ ତୁରନ୍ତ ରଘୁନାଥପାଲି ଥାନାକୁ ଅବଗତ କରାଯାଇଥିଲା। ଏହା ପରେ ରଘୁନାଥପାଲି ଥାନା ପୁଲିସ ସୁରେଶକୁ ଧରିବା ଲାଗି ଉଦ୍ୟମ ଚଳାଇଛି। ତେବେ ଜେଲ ପାଚେରୀ ଅଧିକ ଉଚ୍ଚତା ବିଶିଷ୍ଟ ହୋଇଥିବାବେଳେ କଏଦୀ କିପରି ଚମ୍ପଟ ମାରିଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories