www.samajalive.in
Sunday, December 7, 2025
18.1 C
Bhubaneswar

ପୃଥ୍ୱୀ-୨ର ସଫଳ ପରୀକ୍ଷଣ

ବାଲେଶ୍ୱର : ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରର ୩ ନମ୍ବର ଲଞ୍ଚପ୍ୟାଡରୁ ବୁଧବାର ସନ୍ଧ୍ୟା ପ୍ରାୟ ୭ଟା ୬ ମିନିଟ୍‌ ଓ ୭ଟା ୧୦ ମିନିଟ୍‌ ସମୟରେ ପ୍ରଥମଥର ପାଇଁ ଏକାସାଙ୍ଗରେ ଦୁଇଟି ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍‌ ମିସାଇଲ୍‌ ପୃଥ୍ୱୀ-୨ର ବ୍ୟବହାରୀକ ପରୀକ୍ଷଣ ସଫଳ ହୋଇଛି। ଭାରତୀୟ ଷ୍ଟ୍ରାଟେଜିକ୍‌ କମାଣ୍ଡ ଫୋର୍ସ ସ୍ୱତନ୍ତ୍ର ତାଲିମପ୍ରାପ୍ତ ଯବାନମାନେ ଏହାକୁ ପରୀକ୍ଷା କରିଥିଲେ।

ଏହି ମିସାଇଲ ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ। ଭୂପୃଷ୍ଠରୁ ଭୂପୃଷ୍ଠକୁ ଉତକ୍ଷେପଣ କରାଯାଇପାରୁଥିବା ଏହି ମିସାଇଲ ୩୫୦ କିମି ପର୍ଯ୍ୟନ୍ତ ଲକ୍ଷ୍ୟଭେଦ ସହ ୫୦୦ରୁ ୧୦୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି।

- Advertisement -

 

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories