www.samajalive.in
Sunday, December 14, 2025
16.1 C
Bhubaneswar

ଆଜି କୁଚିଣ୍ଡାରୁ ଗଡୁନି ଘରୋଇ ବସ୍

ସମ୍ବଲପୁର: ଆଜି କୁଚିଣ୍ଡାରୁ ଗଡୁନି ଘରୋଇ ବସ୍। ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘ ଡାକରା ଦେଇଛି। କୁଚିଣ୍ଡା, ଝାରସୁଗୁଡା ଘରୋଇ ବସ୍ ମାଲିକ ସଂଘର ବିବାଦରେ କୁଚିଣ୍ଡା ଥାନା ଅଧିକାରୀଙ୍କ ହସ୍ତକ୍ଷେପକୁ ବିରୋଧ କରି ସଂଘ ଏଭଳି ଡାକରା ଦେଇଛି। ଏ ନେଇ ଘରୋଇ ବସ୍ ମାଲିକ ସଂଘ ଉପଜିଲ୍ଲାପାଳ, ଏସଡିପିଓ , ଥାନା ଅଧିକାରୀଙ୍କୁ ଦାବି ଜଣାଇଛି। ଫଳରେ କୁଚିଣ୍ଡାରୁ ଝାରସୁଗୁଡା, ସମ୍ବଲପୁର , ଦେବଗଡ, ସୁନ୍ଦରଗଡ ଓ ରାଉରକେଲାକୁ ବସ୍ ଚଳାଚଳ ବନ୍ଦ ରହିଛି। ଆଜି ସକାଳ ୫ଟା ୩୦ରୁ ଘରୋଇ ବସ୍ ସେବାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇଥିବାରୁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories