www.samajalive.in
Tuesday, December 9, 2025
26.1 C
Bhubaneswar

ପୁଣି ଧର୍ମଘଟ ଡାକରା, ୨୦ରୁ ଗଡ଼ିବନି ବସ୍‌

ଭୁବନେଶ୍ୱର: ଘରୋଇ ବସ୍‌ ମାଲିକ ସଂଘ ବୁଧବାର ପୁଣି ଧର୍ମଘଟ ଡାକରା ଦେଇଛି। ଆସନ୍ତା ୨୦ ତାରିଖରୁ ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ କରାଯିବ। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଧର୍ମଘଟ ନିଷ୍ପତ୍ତି ନିଆଯାଇଛି। ଏନେଇ ବସ୍ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ଅକ୍ଟୋବର ୧୦ରୁ ସଂଘ ଧର୍ମଘଟ ଡାକରା ଦେଇଥିଲା। ହେଲେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସହିତ ଆଲୋଚନା ପରେ ଏହାକୁ ସ୍ଥଗିତ ରଖିଥିଲା। ଏବେ ପୁଣି ଥରେ ସଂଘ ନିଷ୍ପତ୍ତି ବଦଳାଇ ସାରା ରାଜ୍ୟରେ ଧର୍ମଘଟ ଡାକରା ଦେଇଛି।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories