www.samajalive.in
Sunday, December 7, 2025
23.1 C
Bhubaneswar

ଘରୋଇ ମେଡ଼ିକାଲ କଲେଜର ଅଧା ସିଟରେ ଫି’ କମ ରହିବ

ନୂଆଦିଲ୍ଲୀ: ମେଡ଼ିକାଲ ପାଠ ପଢ଼ିବାକୁ ଲକ୍ଷ୍ୟ ରଖିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ଅଧା ଖର୍ଚ୍ଚରେ ମେଡ଼ିକାଲ ପାଠ ପଢ଼ି ହୋଇପାରିବେ ଡାକ୍ତର। ମେଡ଼ିକାଲ କଲେଜରେ ନାମଲେଖା ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବଡ଼ ଘୋଷଣା କରିଛନ୍ତି। ଘରୋଇ ମେଡ଼ିକାଲ କଲେଜରେ ନାମଲେଖା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରି କହିଛନ୍ତି ଯେ ଘରୋଇ ମେଡ଼ିକାଲ କଲେଜରେ ଅଧା ସିଟରେ ଫି’ କମ ରହିବ। ଅଧା ସିଟ ଫି’ ସରକାରୀ ମେଡ଼ିକାଲ କଲେଜ ଫି’ ସହ ସମାନ ରହିବ। ତା’ଠାରୁ ଅଧିକ ଫି’ ଘରୋଇ ମେଡ଼ିକାଲ କଲେଜ ନେଇପାରିବେ ନାହିଁ। ଏହାଦ୍ବାରା ଗରିବ ଓ ମଧ୍ୟ ବର୍ଗ ଛାତ୍ରଛାତ୍ରୀ ଉପକୃତ ହେବେ ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories