www.samajalive.in
Saturday, December 6, 2025
16.1 C
Bhubaneswar

ବିଜେପିରେ ଯୋଗଦେଲେ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଛନ୍ତି ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ, ମଧ୍ୟାହ୍ନରେ ବିଜେପିରେ ସାମିଲ ହୋଇଛନ୍ତି। ନିଜ ସମର୍ଥକଙ୍କ ସହ ବିଜେପି କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ ପ୍ରଭାରୀ, ସଭାପତି ମନମୋହନ ସାମଲ, ଅପରାଜିତା ଷଡଙ୍ଗୀ ଓ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି ପ୍ରିୟଦର୍ଶୀ। ବିଜେଡିରୁ ତାଙ୍କୁ ଅଣଦେଖା କରିବା ସହ ବାରମ୍ବାର ଅବହେଳା କରାଯାଉଥିବାରୁ ବାଧ୍ୟ ହୋଇ ଦଳ ଛାଡିଥିବା କହିଥିଲେ ପ୍ରିୟଦର୍ଶୀ।

 

- Advertisement -

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories