www.samajalive.in
Sunday, December 7, 2025
13.1 C
Bhubaneswar

ଭଂସାଲୀଙ୍କ ଏହି ଚଳଚ୍ଚିତ୍ରରେ ନଜର ଆସିବେ ପ୍ରିୟଙ୍କା

ମୁମ୍ବଇ : ‘ବାଜୀରାଓ ମସ୍ତାନୀ’ ପରେ ପୁଣି ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲୀଙ୍କ ଆଉ ଏକ ଚଳଚ୍ଚିତ୍ରରେ ନଜର ଆସିବେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା। ସୂଚନା ଅନୁସାରେ, ଭଂସାଲୀ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ଗଙ୍ଗୁବାଈ’ ପାଇଁ ପ୍ରିୟଙ୍କାଙ୍କୁ ଚୟନ କରିଛନ୍ତି। ଭଂସାଲୀ ନିଜେ ଏହି ସୂଚନା ଦେଇଛନ୍ତି। ଏନେଇ ପ୍ରିୟଙ୍କା ମଧ୍ୟ ସହମତି ପ୍ରକାଶ କରିଥିବା ଜଣାପଡ଼ିଛି। ଖୁବଶୀଘ୍ର ଭଂସାଲୀଙ୍କ ସହ ପ୍ରିୟଙ୍କା ଏକାଠି କାମ କରିବାକୁ ଯାଉଛନ୍ତି ବୋଲି କରଣ ଜୋହରଙ୍କ ଚ୍ୟାଟ୍‍ ଶୋ ‘କଫି ୱିଥ୍‍ କରଣ’ରେ ପ୍ରିୟଙ୍କା ଏନେଇ ଆଭାସ ଦେଇଥିଲେ। ତେବେ ଏବେ ଏହା ସ୍ପଷ୍ଟ ହୋଇଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories