www.samajalive.in
Sunday, December 7, 2025
23.1 C
Bhubaneswar

 ପ୍ରଫେସର ଶ୍ୟାମ ସୁନ୍ଦର ଦାସ ଓଡିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର ନୂଆ କୂଳପତି 

ଭୁବନେଶ୍ବର:   ଓଡିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର ନୂଆ କୂଳପତି  ଭାବେ ପ୍ରଫେସର ଶ୍ୟାମ ସୁନ୍ଦର ଦାସଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟପାଳ ରଘୁବର ଦାସ ଓଡିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର ନୂଆ କୂଳପତି  ଭାବେ ପ୍ରଫେସର ଶ୍ୟାମ ସୁନ୍ଦର ଦାସଙ୍କୁ ନୂଆ କୂଳପତି ଭାବେ ନିଯୁକ୍ତି ଦେଇଛନ୍ତି।

ଓଡିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ କୁଳପତି ଅର୍କ କୁମାର ଦାସ ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ନୂଆ କୂଳପତି ମନୋନୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା।  ପ୍ରଫେସର ଶ୍ୟାମ ସୁନ୍ଦର ଦାସ ଏହି ଦୌଡରେ ଆଗରେ ରହିବା ସହ ରାଜ୍ୟପାଳଙ୍କ ଦ୍ବାରା ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଶ୍ୟାମ ସୁନ୍ଦର ପଟ୍ଟନାୟକ ବର୍ତ୍ତମାନ ଚଣ୍ଡୀଗଡସ୍ଥିତ ନ୍ଯାସନାଲ ଇନଷ୍ଟିଚ୍ଯୁଟ ଅଫ ଟେକ୍ନିକାଲ ଟିଚର୍ସ ଟ୍ରେନିଂ ଆଣ୍ଡ ରିସର୍ଚ୍ଚର ମିଡିଆ ଇଂଜିନିୟରିଂ ବିଭାଗର ବିଭାଗୀୟ ମୁଖ୍ୟ ଅଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories