www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ବରରେ ନାଗରିକତା ଆଇନ ବିରୋଧୀ ତାତି; ମୁସଲିମ ସଂଗଠନ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା

ଭୁବନେଶ୍ବର: ନାଗରିକତା ସଂଶୋଧନ ଆଇନ ଓ ଏନଆରସିକୁ ସାରା ଦେଶରେ ମୁସଲମାନମାନେ ବିରୋଧ କରୁଛନ୍ତି। ଏହାର କିଛି ପ୍ରଭାବ ମଧ୍ୟ ଓଡିଶାରେ ଦେଖିବାକୁ ମିଳିଛି। ମଙ୍ଗଳବାର ଭୁବନେଶ୍ୱରରେ ସଂଖ୍ୟାଲଘୁ କଲ୍ୟାଣ ସମାଜ ପକ୍ଷରୁ ଏହି ଆଇନକୁ ବିରୋଧ କରାଯାଇ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି। ଏହି ଆଇନକୁ ସମ୍ବିଧାନ ବିରୋଧୀ କହିବା ସହ ରାଜ୍ୟରେ ଲାଗୁ ନକରିବା ପାଇଁ ମୁସଲିମ ସଂଗଠନ ପକ୍ଷରୁ ଦାବି କରାଯାଇଛି। ବହୁ ସଂଖ୍ୟାରେ ମୁସଲିମ ଏହି ଏଥିରେ ଯୋଗ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ସୂଚନାଯୋଗ୍ୟ, ସୋମବାର କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ ମୁସଲମାନ ଏକାଠି ହୋଇ ପ୍ରତିବାଦ କରିଥିଲେ। ଏହା ପୂର୍ବରୁ ନାଗରିକତା ସଂଶୋଧନ ଆଇନ ଓ ଏନଆରସି ଲାଗୁ ନ କରିବା ପାଇଁ ମୁସଲିମ ସଂଗଠନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories