www.samajalive.in
Friday, December 12, 2025
26.1 C
Bhubaneswar

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର : ପଣ୍ଡିତ ନୀଳକଣ୍ଠ ଦାସଙ୍କ ୫୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବିଧାନସଭା ପରିସରରେ ଆୟୋଜିତ ଉତ୍ସବରେ ବାଚସ୍ପତି ପ୍ରମିଳା ମଲ୍ଲିକ, ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ  ନିରଞ୍ଜନ ପୂଜାରୀ, ସରକାରୀ ଦଳ ମୁଖ୍ୟ ସଚେତକ  ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ପ୍ରଫୁଲ୍ଲ ସାମଲ, ଅମର ପ୍ରସାଦ ଶତପଥୀ, ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ  ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ କରିଥିଲେ ।
ଏହି ଅବସରରେ ଶାଶ୍ୱତୀ ସାଂସ୍କୃତିକ ଓ ସାମାଜିକ କେନ୍ଦ୍ରର କଳାକାରମାନଙ୍କ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories