www.samajalive.in
Wednesday, December 10, 2025
18.1 C
Bhubaneswar

ପବ୍ଲିକ୍‌ ଆକାଉଣ୍ଟସ୍‌ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ପବ୍ଲିକ୍‌ ଆକାଉଣ୍ଟସ୍‌ କମିଟିର ମାନ୍ୟବର ଅଧ୍ୟକ୍ଷ ନରସିଂହ ପିଶ୍ରଙ୍କ ଅଧ୍ୟକ୍ଷତାରେ କମିଟିର ବୈଠକ ସୋମବାର ବିଧାନସଭାର ୫୯ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖାଦ୍ୟଯୋଗାଣ, ହସ୍ତତନ୍ତ ଏବଂ ବୟନ ଶିଳ୍ପ, ସମବାୟ ବିଭାଗ ଉପରେ ଆଲୋଚନା ହୋଇଥିଲା । କୋଭିଡ୍‌ କଟକଣା ଯୋଗୁଁ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ହୋଇଥିବା ଉକ୍ତ ବୈଠକରେ ମାନ୍ୟବର ବିଧାନସଭା ସଭ୍ୟ ବଦ୍ରିନାରାୟଣ ପାତ୍ର, ଅରବିନ୍ଦ ଢାଲି, ସତ୍ୟନାରାୟଣ ପ୍ରଧାନ, ମଞ୍ଜୁଳା ସ୍ୱାଇଁ, ପ୍ରଦୀପ କୁପାର ଦିଶାରୀ, ନିତ୍ୟାନନ୍ଦ ଗଣ୍ଡ, ବିଧାନ ସଭା ସଚବି ଦାଶରଥୀ ଶତପଥୀଙ୍କ ସମେତ ସଂପୃକ୍ତ ବିଭାଗୀୟ ସଚିବଗଣ ଯୋଗାଦେଇଥିଲେ ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories