www.samajalive.in
Saturday, December 6, 2025
16.1 C
Bhubaneswar

ବିଏମ୍‌ସି କାର୍ଯ୍ୟାଳୟକୁ ଜନସାଧାରଣଙ୍କ ପ୍ରବେଶ ମନା; ୧୫ ଦିନ ପାଇଁ ଜାରି ହେଲା କଟକଣା

ଭୁବନେଶ୍ବର : ରାଜଧାନୀରେ ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୧୫ ଦିନ ପାଇଁ ବିଏମ୍‌ସି କାର୍ଯ୍ୟାଳୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। ରାଜଧାନୀରେ ସଂକ୍ରମଣ ବୃଦ୍ଧି ପାଇବା ପରେ ବିଏମ୍‌ସି ଏହି ପଦକ୍ଷେପ ନେଇଛି। ଏଥି ସହିତ ଆଜିଠାରୁ ରାଜଧାନୀ ଭୁବନେଶ୍ବରରେ କୋଭିଡ ନିୟମକୁ କଡ଼ାକଡି ହେବ କାର୍ଯ୍ୟକାରୀ କରାଯିବା ସହ  ସାମାଜିକ ଦୂରତ୍ୱ ଓ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯିବ। ଅମାନିଆଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି  ବିଏମ୍‌ସି କମିଶନର ପ୍ରେମଚାନ୍ଦ ଚୌଧୁରୀ କହିଛନ୍ତି। 

ସୂଚନାଯୋଗ୍ୟ ରାଜଧାନୀ ଭୁବନେଶ୍ୱରରେ ମୋଟ ୩୧୪ ଟି ପଜିଟିଭ କେସ୍ ଚିହ୍ନଟ ହୋଇଥିବା ବେଳେ ୧୭୪ ଜଣ ସୁସ୍ଥ ହୋଇଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୩୫ ଜଣ ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

- Advertisement -

 

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories