www.samajalive.in
Monday, December 8, 2025
20.1 C
Bhubaneswar

ସର୍ବଦା ଭୟ ଲାଗୁଥିଲେ ପ୍ରଭୁ ହନୁମାନଙ୍କୁ ପୂଜା କରିବା ସହ ହନୁମାନ ଚାଳିଶା ପାଠ କରନ୍ତୁ

ହିନ୍ଦୁ ଧର୍ମରେ ବହୁ ଦେବାଦେବୀଙ୍କ ପୂଜାର୍ଚ୍ଚନା କରାଯାଏ। ଭଗବାନଙ୍କ ସମସ୍ତ ରୂପର ମହତ୍ତ୍ୱ ବିଭିନ୍ନ ପ୍ରକାରର ରହିଛି। ମାନ୍ୟତା ଅନୁଯାୟୀ, କୌଣସି ଭକ୍ତ ସତ୍ୟ ମନରେ ପ୍ରାର୍ଥନା କରିବା ଦ୍ୱାରା ପ୍ରଭୁ ନିଶ୍ଚୟ ତା’ର ସମସ୍ତ ଇଚ୍ଛା ପୂରଣ କରିଥାଆନ୍ତି। ଜାଣନ୍ତୁ ନିଜର କେଉଁ ମନସ୍କାମନା ପାଇଁ କେଉଁ ଠାକୁରଙ୍କୁ ପୂଜାର୍ଚ୍ଚନା କରିବେ

ବହୁ ପରିଶ୍ରମ କରିବା ପରେ ମଧ୍ୟ କାର୍ୟ୍ୟରେ ଅସଫଳତା ମିଳୁଥିଲେ, କାର୍ୟ୍ୟ ଆରମ୍ଭ କରିବା ପୂର୍ବରୁ ଶ୍ରୀଗଣେଶଙ୍କୁ ପୂଜା କରନ୍ତୁ।

- Advertisement -

ସର୍ବଦା ଭୟ ଲାଗୁଥିଲେ ପ୍ରଭୁ ହନୁମାନଙ୍କୁ ପୂଜା କରିବା ସହ ହନୁମାନ ଚାଳିଶା ପାଠ କରନ୍ତୁ।

ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ମା’ସରସ୍ୱତୀଙ୍କ ପୂଜା କରନ୍ତୁ।

ବୈବାହିକ ଜୀବନରେ ଥିବା ସମସ୍ୟା ଦୂର କରିବା ପାଇଁ, ବିବାହରେ ସୃଷ୍ଟି ହେଉଥିବା ସମସ୍ୟାକୁ ଦୂର କରିବା ପାଇଁ ଦମ୍ପତ୍ତିଙ୍କ ମଧ୍ୟରେ ହସଖୁସିର ବାତାବରଣ ପାଇଁ ଶିବ-ପାର୍ବତୀ, ଲକ୍ଷ୍ମୀ-ବିଷ୍ଣୁ, ସୀତା-ରାମ, ରାଧା-କୃଷ୍ଣ, ଶ୍ରୀଗଣେଶଙ୍କ ପୂଜାର୍ଚ୍ଚନା କରିବା ଉଚିତ।

ଧନସମ୍ପତ୍ତି ଜନିତ ସମସ୍ୟା ଦୂର କରିବା ପାଇଁ ମା’ଲକ୍ଷ୍ମୀ, କୁବେର, ଭଗବାନ ବିଷ୍ଣୁଙ୍କୁ ପୂଜା କରିବା ଉଚିତ।

 

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories