www.samajalive.in
Sunday, December 14, 2025
19.1 C
Bhubaneswar

ପୁଣେରେ ଭୁଶୁଡ଼ିଲା ପାଦଚଲା ପୋଲ: ୨୦ ପର୍ଯ୍ୟଟକ ନିଖୋଜ, ୨ ମୃତ

ଡେସ୍କ: ରବିବାର ଅପରାହ୍ନରେ ପୁଣେ ନିକଟରେ ଏକ ନଦୀ ଉପରେ ଏକ ସେତୁ ଭୁଶୁଡ଼ି ପଡ଼ିବା ପରେ ଅନେକ ପର୍ଯ୍ୟଟକ ବୁଡ଼ି ଯାଇଥିବା ଆଶଙ୍କା କରାଯାଉଛି। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳର ଦଳଗୁଡ଼ିକ ପୁଣେର ଦୁର୍ଘଟଣାସ୍ଥଳରେ ସ୍ଥାନରେ ପହଞ୍ଚିଛନ୍ତି ଏବଂ ଉଦ୍ଧାର କାରୀଜୟ ଜାରି ରହିଛି। ସରକାରୀ ଉଦ୍ଧାରକାରୀ ଦଳ ପହଞ୍ଚିବା ପୂର୍ବରୁ ସ୍ଥାନୀୟ ଲୋକ ଏବଂ ପୋଲିସ ପ୍ରଥମେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି।

ଏହି ଅଞ୍ଚଳ ଏକ ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳୀ ଏବଂ ଘଟଣା ସମୟରେ ଜନଗହଳି ଥିଲା। ତେବେ ସେଠାକାର ସ୍ଥାନୀୟ ବାସିନ୍ଦାମାନେ ପୂର୍ବରୁ ସେତୁର ସଂରଚନାତ୍ମକ ସୁରକ୍ଷା ବିଷଯ଼ରେ ଚିନ୍ତା ପ୍ରକଟ କରିଥିଲେ, କିନ୍ତୁ ଅନେକ ପର୍ଯ୍ୟଟକ ସମ୍ଭାବ୍ୟ ବିପଦ ବିଷଯ଼ରେ ଅବଗତ ନଥଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories