www.samajalive.in
Sunday, December 14, 2025
26.1 C
Bhubaneswar

କାର-କଣ୍ଟେନର ଧକ୍କା ; ଗୋଟିଏ ପରିବାରର ୫ ମୃତ

ପୁଣେ : ମହାରାଷ୍ଟ୍ରର ପୁଣେ ଜିଲା ଅହମଦନଗର-ପୁଣେ ଜାତୀୟ ରାଜପଥରେ ରଞ୍ଜନଗାଓଁ ଏମଆଇଡିସି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କାର-କଣ୍ଟେନର ମଧ୍ୟରେ ଗତକାଲି ବିଳମ୍ବିତ ରାତିରେ ଧକ୍କା ହୋଇ ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ଜଣେ ଆହତ ହୋଇଛନ୍ତି। ଭୁଲ ଦିଗରେ ଆସୁଥିବା କଣ୍ଟେନର ସହ ଉକ୍ତ କାରର ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି। ଦୁର୍ଘଟଣା ପରେ କଣ୍ଟେନର ଚାଳକ ଫେରାର ହୋଇଯାଇଥିବା ବେଳେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories