www.samajalive.in
Saturday, December 6, 2025
26.1 C
Bhubaneswar

ସରକାରଙ୍କ ବଡ ଘୋଷଣା, ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା, ସରକାରୀ କର୍ମଚାରୀ ବି ପାଇବେ ସୁବିଧା..

ନୂଆଦିଲ୍ଲୀ : ପଞ୍ଜାବବାସୀଙ୍କ ପାଇଁ ଏକ ବଡ ଖୁସି ଖବର । ପଞ୍ଜାବର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର ବାର୍ଷିକ କ୍ୟାସ୍‌ଲେସ୍‌ ସ୍ୱାସ୍ଥ୍ୟ ବୀମାର ଲାଭ ମିଳିବ । ଏହାସହ ପଞ୍ଜାବ ଦେଶର ପ୍ରଥମ ରାଜ୍ୟ ହୋଇଛି, ଯେଉଁଠାରେ ପ୍ରତ୍ୟେକ ପରିବାରକୁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ମିଳିବ । ଏହି ଯୋଜନାର ଘୋଷଣା ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ୍‌ ଓ ଆପ୍‌ ସଂଯୋଜକ ଅରବିନ୍ଦ କେଜ୍ରିୱାଲ୍‌ କରିଛନ୍ତି । ଏହି ଯୋଜନା ଅନୁଯାୟୀ ଲୋକେ ଏବେ ସରକାରୀ ଓ ଘରୋଇ ଉଭୟ ହସ୍ପିଟାଲରେ ମାଗଣାରେ ଚିକିତ୍ସା କରାଇପାରିବେ ।

ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଓ ଅରବିନ୍ଦ କେଜ୍ରିୱାଲ୍‌ ଯୋଜନାର ଘୋଷଣା କରି କହିଛନ୍ତି, ଏଥିରେ ପଞ୍ଜାବର ୬୫ ଲକ୍ଷ ପରିବାରଙ୍କୁ ସିଧାସଳଖ ଲାଭ ମିଳିବ । ଏହି କ୍ୟାସ୍‌ଲେସ୍‌ ସ୍ୱାସ୍ଥ୍ୟ ବୀମା ଦ୍‌ବାରା ପଞ୍ଜାବ ବାସିନ୍ଦା ସରକାରୀ ଓ ଘରୋଇ ଉଭୟ ହସ୍ପିଟାଲରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ ଚିକିତ୍ସା କରାଇ ପାରିବେ । ସେହିପରି ଏହି ବୀମା ସରକାରୀ କର୍ମଚାରୀ, ଅଙ୍ଗନବାଡି ଓ ଆଶାକର୍ମୀଙ୍କୁ ମଧ୍ୟ ୧୦୦ ପ୍ରତିଶତ ଲାଭ ମିଳିବ ।

ଏହି ରାଶିଙ୍କ ପାଇଁ ବଡ ଖୁସି ନେଇ ଆସୁଛି ଶ୍ରାବଣ: ଗ୍ରହଙ୍କ ଦୁର୍ଲ୍ଲଭ ଯୋଗ, ଶିବଙ୍କ କୃପାରୁ ବର୍ଷିବ ଧନ, ଖାଲି ମିଳିବ ସଫଳତା..

- Advertisement -

ପଞ୍ଜାବର ଲୋକେ ଏହି ଯୋଜନାର ଲାଭ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ କାର୍ଡ ଦ୍ୱାରା ଲାଭ ମିଳିବ । ଏହି କାର୍ଡ ଜରିଆରେ ହସ୍ପିଟାଲରେ ଲୋକଙ୍କ ଚିକିତ୍ସା ସମ୍ପୂର୍ଣ୍ଣ କ୍ୟାସ୍‌ଲେସ୍‌ ହେବ । ଆସନ୍ତା ୩ ମାସରେ ଏହି ଯୋଜନା ସାରା ରାଜ୍ୟରେ ଲାଗୁ ହେବ । ଏହି ସମୟରେ ପ୍ରଶାସନ ପକ୍ଷରୁ ପ୍ରତ୍ୟେକ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରାଯିବ ।

ରାଜଧାନୀରେ ଏହି ମହିଳାଙ୍କୁ ମିଳିବନି ମାଗଣା ବସ୍‌ ସେବା, ସରକାର ଆଣିଲେ ନୂଆ ନିୟମ

ଦେଖନ୍ତୁ ଭିଡିଓ ; ମାତ୍ର ୬ ମିନିଟ୍‌ରେ ୧୬ ଫୁଟ୍‌ ଅହିରାଜକୁ କାବୁ କଲେ ମହିଳା ବନ ଅଧିକାରୀ..

ଦେଖନ୍ତୁ ଭିଡିଓ; ଟ୍ରେନ୍‌ରେ ଖାଦ୍ୟ ଖାଇବା ପୂର୍ବରୁ.. ରେଳଧାରଣାରୁ ଗୋଟାଇ ଧୋଇଲେ ପ୍ଲେଟ୍‌, ଆଶ୍ଚର୍ଯ୍ୟ କରିବ କାରଣ

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories