ସରକାରଙ୍କ ବଡ ଘୋଷଣା, ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା, ସରକାରୀ କର୍ମଚାରୀ ବି ପାଇବେ ସୁବିଧା..

ନୂଆଦିଲ୍ଲୀ : ପଞ୍ଜାବବାସୀଙ୍କ ପାଇଁ ଏକ ବଡ ଖୁସି ଖବର । ପଞ୍ଜାବର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର ବାର୍ଷିକ କ୍ୟାସ୍‌ଲେସ୍‌ ସ୍ୱାସ୍ଥ୍ୟ ବୀମାର ଲାଭ ମିଳିବ । ଏହାସହ ପଞ୍ଜାବ ଦେଶର ପ୍ରଥମ ରାଜ୍ୟ ହୋଇଛି, ଯେଉଁଠାରେ ପ୍ରତ୍ୟେକ ପରିବାରକୁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ମିଳିବ । ଏହି ଯୋଜନାର ଘୋଷଣା ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ୍‌ ଓ ଆପ୍‌ ସଂଯୋଜକ ଅରବିନ୍ଦ କେଜ୍ରିୱାଲ୍‌ କରିଛନ୍ତି । ଏହି ଯୋଜନା ଅନୁଯାୟୀ … Continue reading ସରକାରଙ୍କ ବଡ ଘୋଷଣା, ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା, ସରକାରୀ କର୍ମଚାରୀ ବି ପାଇବେ ସୁବିଧା..