www.samajalive.in
Thursday, December 11, 2025
27.1 C
Bhubaneswar

ଅନ୍ତର୍ଜାତୀୟ କବାଡ଼ି ଖେଳାଳିଙ୍କୁ ଗୁଳିକରି ହତ୍ୟା

ନୂଆଦିଲ୍ଳୀ: ଅନ୍ତର୍ଜାତୀୟ କବାଡ଼ି ଖେଳାଳି ସନ୍ଦୀପ ନଙ୍ଗଲଙ୍କୁ ହତ୍ୟା କରାଯାଇଛି । ସନ୍ଦୀପଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୂଚନା ମୁତାବକ ପଞ୍ଜାବର ଜଳନ୍ଧରରେ ଏକ ଟୁର୍ଣ୍ଣାମେଣ୍ଟର ଆୟୋଜନ ହୋଇଥିଲା । ଟୁର୍ଣ୍ଣାମେଣ୍ଟ ଚାଲିଥିବା ବେଳେ ଏକ କାର୍‌ରେ ୪ଜଣ ଦୁର୍ବୃତ୍ତ ସେଠାକୁ ଆସିଥିଲେ । ପରେ ସମାନେ ସନ୍ଦୀପଙ୍କ ଉପରେ ୮ରୁ ୧୦ ରାଉଣ୍ଡ ଗୁଳି ଚଳାଇଥିଲେ । ଯାହା ଫଳରେ ସନ୍ଦୀପଙ୍କ ମୃତ୍ୟୁ ହୋଇଥିଲା । ଏହି ହତ୍ୟାକାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ହତ୍ୟା କରିବା ପରେ ଘଟଣାସ୍ଥଳରୁ ଦୁର୍ବୃତ୍ତ ମାନେ ସଙ୍ଗେସଙ୍ଗେ ଫେରାର ହୋଇଯାଇଛନ୍ତି । ଏହି ହତ୍ୟାକାଣ୍ଡ କାହିଁକି ଘଟିଛି ତାହା ଜଣାପଡ଼ିନାହିଁ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରୁଛି ।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories