www.samajalive.in
Friday, December 5, 2025
20.1 C
Bhubaneswar

ବୁଟଡ଼ାଲି ପୁରୀ

ଅଟା – ୧କପ
ବୁଟ ଡ଼ାଲି – ୧କପ ରୁ କମ
ଜିରା – ୧ ଚାମଚ
ଲଙ୍କା ଗୁଣ୍ଡ – ୧ ଚାମଚ
ଧନିଆ ଗୁଣ୍ଡ – ୧ ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
କଟା ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ବୁଟ ଡ଼ାଲିକୁ ଧୋଇ କିଛି ସମୟ ବତୁରାଇ ଦିଅନ୍ତୁ। ଏହାପରେ ଗ୍ୟାସରେ କୁକର ବସାଇ ସାମାନ୍ୟ ପାଣି ଓ ଲୁଣ ପକାଇ ଏହାକୁ ସିଝାଇ ଦିଅନ୍ତୁ। ସିଝିବା ପରେ ବୁଟଡ଼ାଲିକୁ ଏକ ପାତ୍ରକୁ କାଢି ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଗୋଟା ଜିରା, ସିଝା ବୁଟ ଡ଼ାଲି, ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ, ଧନିଆ ପତ୍ରକୁ ପକାଇ ଭଲ ଭାବେ ଭାଜନ୍ତୁ। ଏବେ ଅଟାକୁ ଭଲ ଭାବେ ଚକଟି ଛୋଟ ଛୋଟ ଗୁଳା ପ୍ରସ୍ତୁତ କରନ୍ତୁ। ସେହି ଗୁଳାରୁ ଛୋଟ ଆକୃତିର ବେଲି ତା’ ମଧ୍ୟରେ ଭାଜିଥିବା ବୁଟ ଡ଼ାଲିକୁ ଭରନ୍ତୁ। ଏବେ ପୁରୀ ଆକୃତିର ବେଲି ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରି ପୁରୀକୁ ଭଲ ଭାବେ ଛାଣି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବୁଟଡ଼ାଲି ପୁରୀ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories