www.samajalive.in
Saturday, December 6, 2025
16.1 C
Bhubaneswar

ପୁରୀରେ ପୁଣି ଆରମ୍ଭ ହେବ ଉଚ୍ଛେଦ କାର୍ଯ୍ୟ

ପୁରୀ: କାର୍ତ୍ତିକ ମାସ ଶେଷ ହୋଇଥିବା ବେଳେ ଏବେ ପୁଣି ଶ୍ରୀମନ୍ଦିରର ୭୫ମିଟର ପରିଧରୁ ଉଚ୍ଛେଦ କାର୍ଯ୍ୟକୁ ତ୍ବରାନ୍ବିତ କରାଯିବ ବୋଲି ସୂଚନା ମିଳିଛି। ଯେଉଁ ଘର ମାଲିକ, ଦୋକାନୀ କିମ୍ବା ହୋଟେଲ୍ ମାଲିକ ଉଚ୍ଛେଦ ନେଇ ଏବେ ବି ଅସନ୍ତୁଷ୍ଟ ଅଛନ୍ତି ସେମାନଙ୍କ ସହିତ ଆଲୋଚନା ଚାଲିଥିବା ନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛି। ସୂଚନାଯୋଗ୍ୟ, କାର୍ତ୍ତିକମାସ ପାଇଁ ମାସେ ଧରି ଉଚ୍ଛେଦ କାର୍ଯ୍ୟ ବନ୍ଦ ରହିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories