www.samajalive.in
Saturday, December 6, 2025
17.1 C
Bhubaneswar

ଖୋଲିନି ଶ୍ରୀମନ୍ଦିର, ଭକ୍ତ ହେଲେ ନିରାଶ

ପୁରୀ : ଶୁକ୍ରବାର ସକାଳରୁ ଶ୍ରୀମନ୍ଦିର ଦ୍ୱାର ଖୋଲା ହୋଇନାହିଁ। ଶ୍ରୀଜିଉଙ୍କ ମଙ୍ଗଳ ଆଳତି କିମ୍ବା କୌଣସି ନୀତିକାନ୍ତି ମଧ୍ୟ ଆରମ୍ଭ ହୋଇନାହିଁ। ଫଳରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ସୂଚନା ଅନୁଯାୟୀ ଗୁରୁବାର ପୁଲିସ ଓ ସେବାୟତ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପୁଲିସ ମାଡ଼ରେ ସେବାୟତ ଆହତ ହେବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ବିବାଦ ସୃଷ୍ଟି ହୋଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories