www.samajalive.in
Saturday, December 6, 2025
26.1 C
Bhubaneswar

ବନକଲାଗି ନୀତି : ଆଜି ୪ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି(ବୁଧବାର) ଶ୍ରୀଜିଉଙ୍କର ବନକଲାଗି ନୀତି। ଏଥିଲାଗି ୪ଘଣ୍ଟା ଲାଗି ମହାପ୍ରଭୂଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣ ଦର୍ଶନରୁ ବଞ୍ଚିତ ରହିବେ।  ତେବେ ଏହି ସମୟରେ ଭକ୍ତମାନେ ମନ୍ଦିରର ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories