bjd gruha runa

ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଆଜି, ଅପରାହ୍ନ ଘ.୫.୦୦ ରୁ ସର୍ବସାଧାରଣ ଦର୍ଶନ ବନ୍ଦ

BJD Bijuli 480×75 Mob

ପୁରୀ :  ମାର୍ଗଶିର-କୃଷ୍ଣ ପ୍ରତିପଦ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସର୍ବସାଧାରଣ ଦର୍ଶନ ଅପରାହ୍ନ ଘ.୫.୦୦ରୁ ରାତ୍ର ଘ.୯.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ।

ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 

Comments are closed.