www.samajalive.in
Saturday, December 6, 2025
26.1 C
Bhubaneswar

ପୂରା ପରିବାରକୁ କଟୁରିରେ ହାଣିଲା ପୁଅ: ମା’ ମୃତ

ପୁରୀ: ବାଲିଘାଟ ଅଞ୍ଚଳରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ପୁଅର କଟୁରି ଚୋଟରେ ମା’ର ମୃତ୍ୟୁ ହୋଇଥିବା ବେଳେ ପୂରା ପରିବାର ଗୁରୁତର ହୋଇଛନ୍ତି ।  ପରିବାରର ୩ଜଣ ସଦସ୍ୟଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି । ଅଭିଯୁକ୍ତ ପୁଅର ବାପା, ଭାଇ ଓ ସ୍ତ୍ରୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘରୋଇ କଳହରୁ ଏହି ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି । ଏହି ହତ୍ୟାକାଣ୍ଡ ପେଣ୍ଠକଟା ମେରାଇନ ଥାନାର ସୁଭଦ୍ରାନଗରରେ ଘଟିଥିବା ବେଳେ ଘଟଣାସ୍ଥଳରେ ମେରାଇନ୍‌ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଏବଂ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories