www.samajalive.in
Monday, December 15, 2025
26.1 C
Bhubaneswar

ବାଲିହରଚଣ୍ଡୀ ଦୁଷ୍କର୍ମ ଘଟଣାରେ ଦୁଇ ସଂପୃକ୍ତ- ଏସ୍‍ଡିପିଓ

ସମାଜ ଡିଜିଟାଲ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ବାଲିହରଚଣ୍ଡୀ ଗଣଦୁଷ୍କର୍ମ ମାମଲାରେ ନୂଆ ମୋଡ । ଘଟଣରେ ୪ଜଣ ନୁହେଁ ଦୁଇ ଜଣ ଦୁଷ୍କର୍ମ କରିଥିବା ସ୍ପଷ୍ଟ କରିଛନ୍ତି ସଦର ଏସ୍‍ଡିପିଓ । ଘଟଣାରେ ମୋଟ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୁଲିସ । ବାଲିହରଚଣ୍ଡୀ ଜଙ୍ଗଲରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ଜଣେ ଯୁବତୀ । ଏହି ମାମଲାରେ ଆନ୍ଧ୍ରପ୍ରଦେଶରୁ ମୁଖ୍ୟ ଅଭିଯୁକ୍ତ ମନୋଜ ବେହେରାକୁ ଗିରଫ କରିଛି ପୁରୀ ପୁଲିସ ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories