www.samajalive.in
Monday, December 8, 2025
27.1 C
Bhubaneswar

ଆଜି ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ବୈଶାଖ କୃଷ୍ଣପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କୁ ପଇତା ଲାଗି କରାଯିବ। ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ବାଡ଼ଗ୍ରାହୀ ଦଇତାପତି ଏହି ନୀତି ସମ୍ପନ୍ନ କରିବେ। ଏଥିପାଇଁ ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories