www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀମନ୍ଦିର ଚାରିପାଖ ଓ୍ବାଚ୍‌ ଟାଓ୍ବାରରେ ମୁତୟନ ହେବେ ପୁଲିସ୍

ପୁରୀ: ଶ୍ରୀମନ୍ଦିର ଚାରିପାଖ ଓ୍ବାଚ୍‌ ଟାଓ୍ବାରରେ ମୁତୟନ ହେବେ ପୁଲିସ୍। ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଣକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ। ଆହୁ ମଧ୍ୟ ସେ କହିଛନ୍ତି ଶ୍ରୀମନ୍ଦିର ସୁରକ୍ଷାକୁ ବ୍ୟାଘାତ କଲେ ବରଦାସ୍ତ କରାଯିବନି। ଆଇନଗତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଜି ଭୋର୍ ୪ଟା ୧୦ ମିନିଟରେ ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି।  ତେବେ ନୋ ଫ୍ଲାଇଙ୍ଗ୍ ଜୋନ୍‌ରେ କିଏ ଓ କାହିଁକି ଡ୍ରୋନ୍ ଉଡାଇଲା, ତାହାର କାରଣ ଅସ୍ପଷ୍ଟ ରହିଛି। ଡ୍ରୋନ୍ ଟି ଦୋଳମଣ୍ଡପ ସାହିରୁ ପ୍ରଥମେ ଆସି ମେଘନାଦ ପାଚେରୀ  ଉପରେ ବୁଲିଲା।  ଏବଂ ପରେ ୧୦୦ ଫୁଟ ଉଚ୍ଚକୁ ଯାଇ ଦଧିନଉତି ଏବଂ ନୀଳଚକ୍ର ଉପରେ ବୁଲିଥିଲା। ଡ୍ରୋନଟି ପୁଲିସ୍ କଣ୍ଟ୍ରାଲ ରୁମ୍ ରୁ ଆସିଛି କି ନାହିଁ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories