www.samajalive.in
Saturday, December 6, 2025
14.1 C
Bhubaneswar

ସ୍ତ୍ରୀକୁ ହତ୍ୟା ପରେ ଥାନାରେ ଆତ୍ମସର୍ମପଣ କଲା ସ୍ଵାମୀ

ପୁରୀ: ପୁରୀ ତାଳବଣିଆ ଥାନା ସିଦ୍ଧ ମହାବୀର ଚମାର ସାହିରେ ଅଘଟଣ। ସ୍ତ୍ରୀକୁ ମାରି ଆତ୍ମସର୍ମପଣ କଲା ସ୍ଵାମୀ। ଗତକାଲି ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ନିଜ ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଥିଲା। ପ​‌ରେ ତାଳବଣିଆ ଥାନାରେ ଆତ୍ମସର୍ମପଣ କରିଥିଲା ଅଭିଯୁକ୍ତ ସ୍ଵାମୀ। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନଥିବାବେଳେ ପାରିବାରିକ କଳହରୁ ଏଭଳି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି। ତାଳବଣିଆ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories