www.samajalive.in
Friday, December 5, 2025
23.1 C
Bhubaneswar

ପୁରୀରେ ରାଜସ୍ଵ ମନ୍ତ୍ରୀଙ୍କ ବଡ ବୈଠକ

ପୁରୀ: ପୁରୀରେ ରାଜସ୍ଵ ମନ୍ତ୍ରୀଙ୍କ ବଡ ବୈଠକ। ପୁରୀ ସର୍କିଟ୍ ହାଉସ୍‌ ପରିସରରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ଜିଲାପାଳ, ଉପଜିଲାପାଳଙ୍କ ସହ ୧୧ଟି ବ୍ଳକ ତହସିଲଦାର ଉପସ୍ଥିତ ଅଛନ୍ତି। ସତ୍ୟବାଦୀ ବିଧାୟକ ଓ ବ୍ରହ୍ମଗିରି ବିଧାୟିକା ମଧ୍ୟ ଉପସ୍ଥିତ ଅଛନ୍ତି। ପୁରୀ ବାସିନ୍ଦାଙ୍କ ଜମିଜମା ସମସ୍ୟାର ସମାଧାନ ଉପରେ ବୈଠକରେ ଆଲୋଚନା ହେଉଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories