www.samajalive.in
Saturday, December 6, 2025
26.1 C
Bhubaneswar

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହେବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ପରୀକ୍ଷାମୂଳକ ଭାବେ ଡିସେମ୍ବର ୩୦ ଏବଂ ୩୧ ତାରିଖରେ ଧାଡି ଦର୍ଶନ ହେବ। ଜାନୁଆରୀ ୧ ତାରିଖ ଅର୍ଥାତ୍ ନୂଆବର୍ଷ ଠାରୁ ଧାଡି ଦର୍ଶନ ହେବ । ଭକ୍ତମାନେ ସାତ ପାହାଚ ଦ୍ଵାର ଦେଇ ପ୍ରବେଶ କରିବାକୁ ଥିବାବେଳେ ଘଣ୍ଟି ଏବଂ ଗାରଦ ଦ୍ଵାରରେ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ଵାରରେ ମହିଳା ଏବଂ ବରିଷ୍ଠ ନାଗରିକମାନେ ପ୍ରସ୍ଥାନ କରିବେ। ଏବଂ ଗାରଦ ଦ୍ଵାରରେ ପୁରୁଷମାନେ ଜଗା ଦର୍ଶନ କରିବେ।

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories