www.samajalive.in
Sunday, December 14, 2025
19.1 C
Bhubaneswar

ପୁରୀରେ ଜିଲ୍ଲା ସ୍ଥରୀୟ ଶ୍ରମିକ ଦିବସ ପାଳିତ

ପୁରୀ: ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ପୁରୀ ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏ ନେଇ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ଵପ୍ନରାଣି ସ୍ୱାଇଁ ଅତିଥି ଭାବେ ଯୋଗ ଦେଇଥିଲେ। ଶ୍ରମିକମାନଙ୍କ ପାଇଁ ସରକାର ସବୁବେଳେ ସଚେତନ ଅଛନ୍ତି ଏବଂ ସେମାନଙ୍କ ଉନ୍ନତି ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories