www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ; ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ

ପୁରୀ : ଗୁୁରୁବାର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି ଆରମ୍ଭ ହୋଇଛି । ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ଆରମ୍ଭ ହୋଇଛି ।
ସୂଚନା ଯୋଗ୍ୟ, ଆଜି ସର୍ବୋଚ୍ଚ ନ୍ୟାୟାଳୟରେ ଶ୍ରୀମନ୍ଦିର ପରିକ୍ରମା ମାମଲାର ଶୁଣାଣି। ବିଚାରପତି ବି ଆର ଗଭାଇ ଓ ବିଚାରପତି ହିମା କୋହଲୀଙ୍କ ଖଣ୍ଡପୀଠରେ ଶୁଣାଣି ତାଲିକା ସଂଖ୍ୟା ୨୦ରେ ଶ୍ରୀମନ୍ଦିର ମାମଲା ସ୍ଥାନ ପାଇଛି । ସର୍ବୋଚ୍ଚ ନ୍ୟାୟାଳୟଙ୍କ ଅତିରିକ୍ତ ଶୁଣାଣି ତାଲିକା ଅନୁଯାୟୀ ଅର୍ଦ୍ଧେନ୍ଦୁ କୁମାର ଦାସ ଓ ସୁମନ୍ତ କୁମାର ଘଡ଼େଇ ଦ୍ୱାରା ଆଗତ ମାମଲା ଦ୍ୱୟର ଶୁଣାଣି ହେବ। ଆମସାର ଆଇନକୁ ଉଲ୍ଲଙ୍ଘନ କରି ରାଜ୍ୟ ସରକାର ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚଳାଇଛନ୍ତି ବୋଲି ମାମଲାକାରୀ ନ୍ୟାୟାଳୟରେ ଅଭିଯୋଗ କରିଛନ୍ତି। ତୁରନ୍ତ ନିର୍ମାଣ କାର୍ଯ୍ୟ ରୋକିବା ଲାଗି କାର୍ଯ୍ୟବନ୍ଦ ଆଦେଶ ଜାରି କରିବାକୁ ଏସଏଲପିରେ ନିବେଦନ କରାଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories