www.samajalive.in
Sunday, December 7, 2025
26.1 C
Bhubaneswar

ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ; ଉଦ୍ଧାର ହେଲେ ଦୁଇ ପର୍ଯ୍ୟଟକ

ପୁରୀ: ସ୍ନାନଯାତ୍ରାରେ ପୁରୀରେ ଅଘଟଣ ଘଟିଛି। ପୁରୀ ସମୁଦ୍ରରେ ଗାଧୋଇବା ସମୟରେ ଦୁଇ ଜଣ ପର୍ଯ୍ୟଟକ ଭାସିଯାଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାରକାରୀ ଦଳ ସେମାନଙ୍କୁ ଉଦ୍ଧାର କରିବା ପରେ ନିକଟସ୍ଥ ଡାକ୍ତରଖାନାରେ ଦୁଇଜଣଙ୍କୁ ଭର୍ତ୍ତି କରିଛନ୍ତି । ଉଦ୍ଧାର ହୋଇଥିବା ପର୍ଯ୍ୟଟକ ହେଲେ ବୌଦ୍ଧ ଜିଲ୍ଳାର ରବୀନ୍ଦ୍ର ମେହେର ଓ ଭଦ୍ରକ ଜିଲ୍ଲାର କୃଷ୍ଣ ଚନ୍ଦ୍ର ସାହୁ ବୋଲି ଜଣାପଡ଼ିଛି । ଆଜି ପୂର୍ଣ୍ଣିମା ଥିବାରୁ ସମୁଦ୍ର ଅଶାନ୍ତ ରହିଛି ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories